Ezekiel 26:12 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ତୁମ୍ଭର ସମ୍ପଦ ସବୁ ଲୁଟି ନବେେ ଓ ତୁମ୍ଭର ବାଣିଜ୍ଯ ଦ୍ରବ୍ଯ ହରଣ କରିବେ। ଆଉ ମଧ୍ଯ ସମାନେେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେଓ ତୁମ୍ଭର ରମଣୀଯ ଗୃହଗୁଡ଼ିକୁ ଧ୍ବଂସ କରିବେ। ପୁଣି ସମାନେେ ତୁମ୍ଭର ପ୍ରସ୍ତର କାଷ୍ଠ ଓ ଧୂଳିସବୁ ନଇେ ସମୁଦ୍ର ଜଳ ରେ ନିକ୍ଷପେ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ଵଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ତୁମ୍ଭର ସମ୍ପଦସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ। ଆଉ ମଧ୍ୟ ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ରମଣୀୟ ଗୃହଗୁଡ଼ିକୁ ଧ୍ୱଂସ କରିବେ। ପୁଣି ସେମାନେ ତୁମ୍ଭର ପ୍ରସ୍ତର କାଷ୍ଠ ଓ ଧୂଳିସବୁ ନେଇ ସମୁଦ୍ର ଜଳରେ ନିକ୍ଷେପ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ।
Odia IRV 2017 (ଓଡିଆ ବାଇବେଲ)