Ezekiel 26:16 — Compare Translations

5 translations compared side by side

Odia - 1840
"ସହେି ସମୟରେ ଉପକୂଳବର୍ତ୍ତୀ ରାଜ୍ଯଗୁଡ଼ିକର ମୁଖ୍ଯମାନେ ସମାନଙ୍କେର ସିଂହାସନରୁ ଓହ୍ଲାଇ ଆସିବେ। ନିଜ ନିଜ ଚୋଗା ତ୍ଯାଗ କରି ଶିଳ୍ପ କର୍ମର ସୁନ୍ଦର ବସ୍ତ୍ର ସମାନେେ ଫିଟାଇ ପକାଇବେ। ଆଉ ସମାନେେ 'ଭୀତିମୂଳକ ବସ୍ତ୍ର' ପରିଧାନ କରିବେ ଓ ଭୂମିରେ ବସିବେ। ଏବଂ ସମାନେେ ଭୟଭୀତ ହବେେ ଓ ତୁମ୍ଭ ବିଷଯ ରେ ବିସ୍ମିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଉପକୂଳବର୍ତ୍ତୀ ରାଜ୍ୟଗୁଡ଼ିକର ମୁଖ୍ୟମାନେ ସେମାନଙ୍କର ସିଂହାସନରୁ ଓହ୍ଲାଇ ଆସିବେ। ନିଜ ନିଜ ଗ୍ଭେଗା ତ୍ୟାଗ କରି ଶିଳ୍ପ କର୍ମର ସୁନ୍ଦର ବସ୍ତ୍ର ସେମାନେ ଫିଟାଇ ପକାଇବେ। ଆଉ ସେମାନେ ‘ଭୀତିମୂଳକ ବସ୍ତ୍ର’ ପରିଧାନ କରିବେ ଓ ଭୂମିରେ ବସିବେ। ଏବଂ ସେମାନେ ଭୟଭୀତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ।
Odia IRV 2017 (ଓଡିଆ ବାଇବେଲ)