Ezekiel 26:17 — Compare Translations

5 translations compared side by side

Odia - 1840
"ଏବଂ ସମାନେେ ତୁମ୍ଭ ପାଇଁ ଏକ ବିଳାପ ସଙ୍ଗୀତ ଗାନ କରି ତୁମ୍ଭକୁ ସମ୍ ବୋଧନ କରିବେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ! ସେ ତ ସମୁଦ୍ରରେ ପରାକ୍ରା; ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ତୁମ୍ଭ ପାଇଁ ଏକ ବିଳାପ ସଙ୍ଗୀତ ଗାନ କରି ତୁମ୍ଭକୁ ସମ୍ବୋଧନ କରିବେ, “‘ହେ ପ୍ରସିଦ୍ଧ ନଗରୀ ସୋର, ତୁମ୍ଭେ ସମୁଦ୍ରକୂଳ ଲୋକମାନଙ୍କର ବାସସ୍ଥାନ। ତୁମ୍ଭେ ସମୁଦ୍ରର ମହାଶକ୍ତି ଥିଲ। ତୁମ୍ଭେ ଓ ତୁମ୍ଭର ନାଗରିକଗଣ ଏଠାରେ ବାସ କରୁଥିବା ସମସ୍ତଙ୍କୁ ଭୟଭୀତ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ‘ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ! ସେ ତ ସମୁଦ୍ରରେ ପରାକ୍ରାନ୍ତ ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ! ସେ ତ ସମୁଦ୍ରରେ ପରାକ୍ରାନ୍ତ ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ।