Ezekiel 26:18 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭର ପତନ ସମୟରେ ସମସ୍ତ ଦ୍ବୀପଗୁଡ଼ିକ କମ୍ପିତ ହବେେ। ଏବଂ ତୁମ୍ଭର ନିର୍ବାସୀତ ପ୍ରବେଶ କରିବା ସମୟରେ ସମୁଦ୍ରର ଦ୍ବୀପପୁଞ୍ଜ ଆନନ୍ଦ ରେ ବିହ୍ବଳ କରେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ତୁମ୍ଭର ପତନ ଦିନରେ ଦ୍ଵୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ଵୀପସବୁ ବିହ୍ଵଳ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭର ପତନ ସମୟରେ ସମସ୍ତ ଦ୍ୱୀପଗୁଡ଼ିକ କମ୍ପିତ ହେବେ। ଏବଂ ତୁମ୍ଭର ନିର୍ବାସିତ ପ୍ରବେଶ କରିବା ସମୟରେ ସମୁଦ୍ରର ଦ୍ୱୀପପୁଞ୍ଜ ଆନନ୍ଦରେ ବିହ୍ୱଳ କରେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ।’
Odia IRV 2017 (ଓଡିଆ ବାଇବେଲ)
ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ।