Ezekiel 26:19 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ, ମାରେ ପ୍ରଭୁ ଏକଥା କହନ୍ତି, ହେ ସୋର, ତୁମ୍ଭେ ନିବାସହୀନ ଧ୍ବସ୍ତ ନଗର ହବେ। ଆମ୍ଭେ ସମୁଦ୍ର ଜଳରାଶି ତୁମ୍ଭ ଉପ ରେ ପ୍ରବାହିତ କରାଇବା ଓ ଗଭୀର ଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ:
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ, ମୋର ପ୍ରଭୁ ଏ କଥା କହନ୍ତି, “ହେ ସୋର, ତୁମ୍ଭେ ନିବାସହୀନ ଧ୍ୱସ୍ତ ନଗର ହେବ। ଆମ୍ଭେ ସମୁଦ୍ର ଜଳରାଶି ତୁମ୍ଭ ଉପରେ ପ୍ରବାହିତ କରାଇବା ଓ ଗଭୀର ଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ:
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ: