Ezekiel 26:2 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, କାରଣ ସୋର ୟିରୁଶାଲମର ଦୁର୍ଭାଗ୍ଯ ସମୟରେ ଏହା କହି ପରିହାସ କରିଛି, କହିଛି: 'ଜଯଧ୍ବନି ରେ ଦେଶର ଫାଟକ ଭାଙ୍ଗି ଗଲା ଏବଂ ମାେ ପାଇଁ ଖାଲିେ ଗଲା। ବର୍ତ୍ତମାନ ମୁଁ ଉନ୍ନତି କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟ-ମାନଙ୍କର ନଗର-ଦ୍ଵାର ସ୍ଵରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ଆଡ଼େ ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, କାରଣ ସୋର ଯିରୁଶାଲମର ଦୁର୍ଭାଗ୍ୟ ସମୟରେ ଏହା କହି ପରିହାସ କରିଛି, କହିଛି: ‘ଜୟଧ୍ୱନିରେ ଦେଶର ଫାଟକ ଭାଙ୍ଗି ଗଲା ଏବଂ ମୋ’ ପାଇଁ ଖୋଲି ଗଲା। ବର୍ତ୍ତମାନ ମୁଁ ଉନ୍ନତି କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;