Ezekiel 26:21 — Compare Translations
5 translations compared side by side
Odia - 1840
"ତୁମ୍ଭ ଅବସ୍ଥା ଦେଖି ଅନ୍ୟମାନେ ଭୟଭୀତ ହବେେ। ତୁମ୍ଭର ବିନାଶ ଘଟିବ। ତୁମ୍ଭକୁ ଅନ୍ବଷେଣ କଲେ ମଧ୍ଯ ସମାନେେ ତୁମ୍ଭକୁ ପାଇବେ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଅବସ୍ଥା ଦେଖି ଅନ୍ୟମାନେ ଭୟଭୀତ ହେବେ। ତୁମ୍ଭର ବିନାଶ ଘଟିବ। ତୁମ୍ଭକୁ ଅନ୍ୱେଷଣ କଲେ ମଧ୍ୟ ସେମାନେ ତୁମ୍ଭକୁ ପାଇବେ ନାହିଁ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।