Ezekiel 26:3 — Compare Translations
5 translations compared side by side
Odia - 1840
"ତେଣୁ ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଓ ସମୁଦ୍ର ତରଙ୍ଗ ଯେପରି କୂଳକୁ ଲଙ୍ଘନ କରେ ଆମ୍ଭେ ସହେିପରି ତୁମ୍ଭ ବିରୁଦ୍ଧ ରେ ଅନକେ ଗୋଷ୍ଠୀକି ଉଠାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କି ଉଠାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋର ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଓ ସମୁଦ୍ର ତରଙ୍ଗ ଯେପରି କୂଳକୁ ଲଙ୍ଘନ କରେ ଆମ୍ଭେ ସେହିପରି ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀକି ଉଠାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।