Ezekiel 26:4 — Compare Translations

5 translations compared side by side

Odia - 1840
" ସମାନେେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ। ମୁଁ ମଧ୍ଯ ତାହାର ଧୂଳିସବୁ ଉଡ଼ଇେ ଦବେି ଓ ତାକୁ ଶୁଷ୍କ ତୈଳ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ। ମୁଁ ମଧ୍ୟ ତାହାର ଧୂଳିସବୁ ଉଡ଼େଇ ଦେବି ଓ ତାକୁ ଶୁଷ୍କ ତୈଳ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା।