Ezekiel 26:5 — Compare Translations

5 translations compared side by side

Odia - 1840
"ସୋର ସମୁଦ୍ର ମଧିଅରେ ଜାଲ ପ୍ରସାରିବାର ସ୍ଥାନ ହବେ; କାରଣ ମାରେ ପ୍ରଭୁ ସଦାପ୍ରଭୁ କହନ୍ତି, ମୁଁ ଏହା କରିଅଛି। ଆଉ ସେ ଗୋଷ୍ଠୀମାନଙ୍କ ପ୍ରତି ଲୁଟିତ ଦ୍ରବ୍ଯ ସ୍ବରୂପ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟ-ଦ୍ରବ୍ୟ ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସୋର ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ମୋର ପ୍ରଭୁ ସଦାପ୍ରଭୁ କହନ୍ତି,” ମୁଁ ଏହା କରିଅଛି। “ଆଉ ସେ ଗୋଷ୍ଠୀମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ।