Ezekiel 26:6 — Compare Translations

5 translations compared side by side

Odia - 1840
"ପୁଣି କ୍ଷେତ୍ରସ୍ଥିତ ତାହାର କନ୍ଯାଗଣ ଖଡ୍ଗ ରେ ନିହତ ହବେେ। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ଼୍‍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ‌‌ଖ‌ଡ଼୍‌ଗରେ ନିହତ ହେବେ। ତାହାହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସେମାନେ ଜାଣିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।