Ezekiel 26:7 — Compare Translations
5 translations compared side by side
Odia - 1840
"ମାରେପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଉତ୍ତର ଦିଗରୁ ନବୁଖଦନିତ୍ସରଙ୍କୁ ସୋର ବିରୁଦ୍ଧ ରେ ଆଣିବା। ସେ ରାଜାଧିରାଜ ବାବିଲର ରାଜା ଅଶ୍ବରଥ, ଅଶ୍ବାରୋହୀ, ସମାଜ ଓ ବିପୁଳ ସୈନ୍ଯବାହିନୀ ସହ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ଵ, ରଥ, ଅଶ୍ଵାରୋହୀଗଣ ଓ ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୁଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ନବୂଖଦ୍ନିତ୍ସରଙ୍କ ସୋର ବିରୁଦ୍ଧରେ ଯୁଦ୍ଧ ଅଭିଯାନ ମୋର ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଉତ୍ତର ଦିଗରୁ ନବୂଖଦ୍ନିତ୍ସରଙ୍କୁ ସୋର ବିରୁଦ୍ଧରେ ଆଣିବା। ସେ ରାଜାଧିରାଜ ବାବିଲର ରାଜା ଅଶ୍ୱରଥ, ଅଶ୍ୱାରୋହୀ, ସମାଜ ଓ ବିପୁଳ ସୈନ୍ୟବାହିନୀ ସହ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।