Ezekiel 26:8 — Compare Translations

5 translations compared side by side

Odia - 1840
"ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ଯାଗଣଙ୍କୁ ହତ୍ଯା କରିବ (େଛାଟ ସହର ରେ)। ସେ ତୁମ୍ଭ ବିରୁଦ୍ଧ ରେ ଅପରାଧ କାର୍ୟ୍ଯ କରିବ। ଏବଂ ସେ ତୁମ୍ଭ ବିରୁଦ୍ଧ ରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧ ରେ ଢ଼ାଲ ଉଠାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ଼୍‍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ ଓ ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣଙ୍କୁ ହତ୍ୟା କରିବ (ଛୋଟ ସହରରେ)। ସେ ତୁମ୍ଭ ବିରୁଦ୍ଧରେ ଅପରାଧ କାର୍ଯ୍ୟ କରିବ। ଏବଂ ସେ ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ।
Odia IRV 2017 (ଓଡିଆ ବାଇବେଲ)
ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ।