Ezekiel 26:9 — Compare Translations

5 translations compared side by side

Odia - 1840
"ଏବଂ ସେ ତୁମ୍ଭ ପ୍ରାଚୀରଗୁଡ଼ିକୁ ଭାଙ୍ଗିବା ପାଇଁ ବଡ଼ କାଠଗଣ୍ଡି ବ୍ଯବହାର କରିବ। ଓ ତାଙ୍କର ଶକ୍ତିଶାଳୀ ଅସ୍ତ୍ରଗୁଡ଼ିକ ଦ୍ବାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ଵାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ତୁମ୍ଭ ପ୍ରାଚୀରଗୁଡ଼ିକୁ ଭାଙ୍ଗିବା ପାଇଁ ବଡ଼ କାଠଗଣ୍ଡି ବ୍ୟବହାର କରିବ। ଓ ତାଙ୍କର ଶକ୍ତିଶାଳୀ ଅସ୍ତ୍ରଗୁଡ଼ିକ ଦ୍ୱାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ୱାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ୱାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।