Ezekiel 27:10 — Compare Translations
5 translations compared side by side
Odia - 1840
"ପାରସ୍ଯ, ଲୁଦ ଓ ପୁଟ ଦେଶୀଯ ଲୋକମାନେ ତୁମ୍ଭ ସୈନ୍ଯବାହିନୀର ଯୋଦ୍ଧା ଥିଲେ। ସମାନେେ ତୁମ୍ଭ ମଧିଅରେ ସମାନଙ୍କେର ଢ଼ାଲ ଓ ଟୋପର ଟଙ୍ଗାଇ ରଖିଲେ। ପୁଣି ସମାନେେ ତୁମ୍ଭ ନଗରୀର ସମ୍ମାନ ଓ ଗୌରବ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାରସ୍ୟ, ଲୁଦ୍ ଓ ପୁଟ ଦେଶୀୟମାନେ ତୁମ୍ଭ ସୈନ୍ୟସାମ; ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ପାରସ୍ୟ, ଲୁଦ ଓ ପୂଟ ଦେଶୀୟ ଲୋକମାନେ ତୁମ୍ଭ ସୈନ୍ୟବାହିନୀର ଯୋଦ୍ଧା ଥିଲେ। ସେମାନେ ତୁମ୍ଭ ମଧ୍ୟରେ ସେମାନଙ୍କର ଢାଲ ଓ ଟୋପର ଟଙ୍ଗାଇ ରଖିଲେ। ପୁଣି ସେମାନେ ତୁମ୍ଭ ନଗରୀର ସମ୍ମାନ ଓ ଗୌରବ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାରସ୍ୟ, ଲୁଦ୍ ଓ ପୂଟ୍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ପାରସ୍ୟ, ଲୁଦ୍ ଓ ପୂଟ୍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।