Ezekiel 27:11 — Compare Translations

5 translations compared side by side

Odia - 1840
"ଅର୍ବଦ ଓ ସିଲିସିଆରରୁ ତୁମ୍ଭ ସନୋ ସଙ୍ଗ ରେ ଥିଲେ, କେଉଁମାନେ ଚାରିଆଡ଼େ ତୁମ୍ଭ ସହରର ପ୍ରାଚୀରଗୁଡ଼ିକୁ ପ୍ରହାରକକାରୀମାନଙ୍କ ପରି ଠିଆ ହେଲେ ଓ ଗମଦର ଯୋଦ୍ଧାମାନେ ତୁମ୍ଭର ସବୁ ଗଡ଼ ଉପ ରେ ଥିଲେ। ସମାନେେ ତୁମ୍ଭ ପ୍ରାଚୀରଗୁଡ଼ିକର ଉପ ରେ ନିଜ ନିଜ ଢ଼ାଲ ଟଙ୍ଗାଇଲେ ଏବଂ ସମାନେେ ତୁମ୍ଭ ସୌନ୍ଦର୍ୟ୍ଯ ସିଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମ; ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଯୁଦ୍ଧବୀରମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅର୍ବଦ ଓ ସିଲିସିଆରରୁ ତୁମ୍ଭ ସେନା ସଙ୍ଗରେ ଥିଲେ, କେଉଁମାନେ ଗ୍ଭରିଆଡ଼େ ତୁମ୍ଭ ସହରର ପ୍ରାଚୀରଗୁଡ଼ିକୁ ପ୍ରହାରକାରୀମାନଙ୍କ ପରି ଠିଆ ହେଲେ ଓ ଗମଦର ଯୋଦ୍ଧାମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ। ସେମାନେ ତୁମ୍ଭ ପ୍ରାଚୀରଗୁଡ଼ିକର ଉପରେ ନିଜ ନିଜ ଢାଲ ଟଙ୍ଗାଇଲେ ଏବଂ ସେମାନେ ତୁମ୍ଭ ସୌନ୍ଦର୍ଯ୍ୟ ସିଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)