Ezekiel 27:12 — Compare Translations

5 translations compared side by side

Odia - 1840
"ତଶୀଶ୍ ତୁମ୍ଭର ସବୁଠାରୁ ବଡ଼ ଗ୍ରାହକ ଥିଲା। ସମାନେେ ରୂପା, ଲୁହା, ଦସ୍ତା ଓ ସୀସା ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୁ ପ୍ରକାର ଧନର ବାହୁଲ୍ୟ ହେତୁରୁ ତର୍ଶୀଶ୍ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ତର୍ଶୀଶ୍ ତୁମ୍ଭର ସବୁଠାରୁ ବଡ଼ ଗ୍ରାହକ ଥିଲା। ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ୍‍ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।