Ezekiel 27:13 — Compare Translations

5 translations compared side by side

Odia - 1840
"ଗ୍ରୀକ୍, ତୁର୍କ ଓ ମଷେକର ଲୋକମାନେ ବ୍ଯବସାଯୀ ଥିଲେ। ସମାନେେ କ୍ରୀତଦାସ ଓ ପିତ୍ତଳର ବାସନକୁସନ ତୁମ୍ଭର ଜିନିଷଗୁଡ଼ିକ ବଦଳ ରେ ବ୍ଯବସାଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯବନ, ତୁବଲ ଓ ମେଷକ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ରୀକ୍, ତୁର୍କ ଓ ମେଷକର ଲୋକମାନେ ବ୍ୟବସାୟୀ ଥିଲେ। ସେମାନେ କ୍ରୀତଦାସ ଓ ପିତ୍ତଳର ବାସନକୁସନ ତୁମ୍ଭର ଜିନିଷଗୁଡ଼ିକ ବଦଳରେ ବ୍ୟବସାୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।