Ezekiel 27:14 — Compare Translations
5 translations compared side by side
Odia - 1840
"ତୋଗର୍ମ ବଂଶୀଯ ଲୋକମାନେ ଅସ୍ତ୍ର, ୟୁଦ୍ଧାସ୍ତ୍ର ଓ ଖଚର ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୋଗର୍ମ ବଂଶୀୟ ଲୋକମାନେ ଅଶ୍ଵ, ଯୁଦ୍ଧାଶ୍ଵ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୋଗର୍ମ ବଂଶୀୟ ଲୋକମାନେ ଅସ୍ତ୍ର, ଯୁଦ୍ଧାସ୍ତ୍ର ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।