Ezekiel 27:15 — Compare Translations
5 translations compared side by side
Odia - 1840
"ଦଦାନର ଲୋକମାନେ ମଧ୍ଯ ତୁମ୍ଭର ବ୍ଯବସାଯୀ ଥିଲେ। ତୁମ୍ଭର ଅନକେ ଦ୍ବୀପ ସହ ବାଣିଜ୍ଯ ଥିଲା। ସମାନେେ ତୁମ୍ଭର ବାଣିଜ୍ଯ ଦ୍ରବ୍ଯ ବଦଳ ରେ ହାତୀଦାନ୍ତ ଓ ଅବଲୁସ୍ କାଠ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ଵୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହସ୍ତୀଦନ୍ତର ଶୃଙ୍ଗ ଓ ଅବଲୁସ୍ କାଷ୍ଠ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦଦାନର ଲୋକମାନେ ମଧ୍ୟ ତୁମ୍ଭର ବ୍ୟବସାୟୀ ଥିଲେ। ତୁମ୍ଭର ଅନେକ ଦ୍ୱୀପ ସହ ବାଣିଜ୍ୟ ଥିଲା। ସେମାନେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ବଦଳରେ ହାତୀଦାନ୍ତ ଓ ଅବଲୁସ୍ କାଠ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍ କାଷ୍ଠ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍ କାଷ୍ଠ ଆଣିଲେ।