Ezekiel 27:16 — Compare Translations
5 translations compared side by side
Odia - 1840
"ତୁମ୍ଭର ହସ୍ତ ନିର୍ମିତ ଦ୍ରବ୍ଯର ପ୍ରସିଦ୍ଧି ହତେୁ ଆରାମ୍ ତୁମ୍ଭର ବଣିକ ଥିଲା। ସମାନେେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମ ବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ହସ୍ତ ନିର୍ମିତ ଦ୍ରବ୍ୟର ପ୍ରସିଦ୍ଧି ହେତୁ ଆରାମ୍ ତୁମ୍ଭର ବଣିକ ଥିଲା। ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମ ବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।