Ezekiel 27:17 — Compare Translations

5 translations compared side by side

Odia - 1840
"ଯିହୁଦା ଓ ଇଶ୍ରାୟେଲ ଦେଶର ଲୋକମାନେ ତୁମ୍ଭ ସହିତ ବାଣିଜ୍ଯ କରୁଥିଲେ। ସମାନେେ ଗହମ, ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଯିହୁଦା ଓ ଇସ୍ରାଏଲ ଦେଶର ଲୋକମାନେ ତୁମ୍ଭ ସହିତ ବାଣିଜ୍ୟ କରୁଥିଲେ। ସେମାନେ ଗହମ, ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁ‌ଗ୍‌ଗୁଲ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍‍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।