Ezekiel 27:18 — Compare Translations
5 translations compared side by side
Odia - 1840
"ଦମ୍ମେଶକ ଜଣେ ଗ୍ରାହକ ମଧ୍ଯ ଥିଲେ। ସମାନେେ ତୁମ୍ଭର ବହୁ ପ୍ରକାରର ମୂଲ୍ଯବାନ ଜିନିଷଗୁଡ଼ିକ ପାଇଁ ତୁମ୍ଭ ସହିତ ବାଣିଜ୍ଯ କଲେ। ସମାନେେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମଷେଲୋମ ବଦଳ ରେ ତୁମ୍ଭ ସହିତ ବାଣିଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବପ୍ରକାର ଧନର ବାହୁଲ୍ୟକ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁରୁ ଦାମାସ୍କସ୍ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦମ୍ମେଶକ ଜଣେ ଗ୍ରାହକ ମଧ୍ୟ ଥିଲେ। ସେମାନେ ତୁମ୍ଭର ବହୁ ପ୍ରକାରର ମୂଲ୍ୟବାନ ଜିନିଷଗୁଡ଼ିକ ପାଇଁ ତୁମ୍ଭ ସହିତ ବାଣିଜ୍ୟ କଲେ। ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ବଦଳରେ ତୁମ୍ଭ ସହିତ ବାଣିଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।