Ezekiel 27:19 — Compare Translations

5 translations compared side by side

Odia - 1840
"ବଦାନ ଓ ୟବନ ଲୋମ ନିର୍ମିତ ସୂତ୍ର ଦଇେ ତୁମ୍ଭ ବାଣିଜ୍ଯ ଦ୍ରବ୍ଯର ବ୍ଯବସାଯ କଲେ। ତୁମ୍ଭ ବାଣିଜ୍ଯ ଦ୍ରବ୍ଯ ମଧିଅରେ କାନ୍ତ ଲୌହ, ସୁଗନ୍ଧି ଦ୍ରବ୍ଯ ଓ ଆଖୁ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ଵକ୍ ଓ ସୁଗନ୍ଧି ବଚ ଥିଲା । ଣ
Odia Bible ERV 2004 (ପବିତ୍ର ବାଇବଲ)
ବଦାନ ଓ ଯବନ ଲୋମ ନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ। ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତ ଲୌହ, ସୁଗନ୍ଧି ଦ୍ରବ୍ୟ ଓ ଆଖୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍‍ ଓ ସୁଗନ୍ଧି ବଚ ଥିଲା।
Odia IRV 2017 (ଓଡିଆ ବାଇବେଲ)
ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍‍ ଓ ସୁଗନ୍ଧି ବଚ ଥିଲା।