Ezekiel 27:20 — Compare Translations

5 translations compared side by side

Odia - 1840
"ଦଦାନ ତୁମ୍ଭକୁ ଭଲ ବ୍ଯବସାଯ ଦଲୋ। ସମାନେେ ତୁମ୍ଭ ସହିତ ଘାଡ଼ୋଗୁଡ଼ିକ ଆରୋହଣ କରିବା ପାଇଁ ମାଟେ ସୂତାର ବସ୍ତ୍ର ବାଣିଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦଦାନ ତୁମ୍ଭକୁ ଭଲ ବ୍ୟବସାୟ ଦେଲା। ସେମାନେ ତୁମ୍ଭ ସହିତ ଘୋଡ଼ାଗୁଡ଼ିକ ଆରୋହଣ କରିବା ପାଇଁ ମୋଟା ସୂତାର ବସ୍ତ୍ର ବାଣିଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।