Ezekiel 27:21 — Compare Translations
5 translations compared side by side
Odia - 1840
"ଆରବ ଓ କଦରରେ ଅଧିପତିମାନେ ତୁମ୍ଭର ବଣିକ ଥିଲେ। ମଷେଶାବକ, ମଷେ ଓ ଛାଗ ବଦଳ ରେ ତୁମ୍ଭର ଦ୍ରବ୍ଯ ନଇେ ବାଣିଜ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରବ ଓ କେଦରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆରବ ଓ କେଦରର ଅଧିପତିମାନେ ତୁମ୍ଭର ବଣିକ ଥିଲେ। ମେଷଶାବକ, ମେଷ ଓ ଛାଗ ବଦଳରେ ତୁମ୍ଭର ଦ୍ରବ୍ୟ ନେଇ ବାଣିଜ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।