Ezekiel 27:22 — Compare Translations
5 translations compared side by side
Odia - 1840
"ଶିବାର ଓ ରଯମର ବଣିକମାନେ ତୁମ୍ଭ୍ ସହିତ ବାଣିଜ୍ଯ କରୁଥିଲେ। ସମାନେେ ସମାନଙ୍କେର ଶ୍ ରେଷ୍ଠ ଅତର ଓ ମୂଲ୍ଯବାନ ପ୍ରସ୍ତରକୁ ଓ ସୁବର୍ଣ୍ଣ ତୁମ୍ଭ ଜିନିଷଗୁଡ଼ିକର ବଦଳ ରେ ବାଣିଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିବାର ଓ ରୟମାର ବଣିକମାନେ ତୁମ୍ଭ ସହିତ ବାଣିଜ୍ୟ କରୁଥିଲେ। ସେମାନେ ସେମାନଙ୍କର ଶ୍ରେଷ୍ଠ ଅତର ଓ ମୂଲ୍ୟବାନ ପ୍ରସ୍ତରକୁ ଓ ସୁବର୍ଣ୍ଣ ତୁମ୍ଭ ଜିନିଷଗୁଡ଼ିକର ବଦଳରେ ବାଣିଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।