Ezekiel 27:23 — Compare Translations

5 translations compared side by side

Odia - 1840
"ହାରଣ, କନ୍ନୀ, ଏଦନ୍, ଶିବାର ଅଶୂର ଓ କିଲ୍ଲଦର ବ୍ଯବସାଯୀମାନେ ତୁମ୍ଭ ସହିତ ବାଣିଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରଣ ଓ କନ୍ନୀ ଓ ଏଦନ୍, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍ ତୁମ୍ଭର ବ୍ୟବସାୟୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରଣ, କନ୍ନୀ, ଏଦନ୍, ଶିବାର, ଅଶୂର ଓ କିଲ୍ମଦର ବ୍ୟବସାୟୀମାନେ ତୁମ୍ଭ ସହିତ ବାଣିଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍‍ ତୁମ୍ଭର ବ୍ୟବସାୟୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍‍ ତୁମ୍ଭର ବ୍ୟବସାୟୀ ଥିଲେ।