Ezekiel 27:24 — Compare Translations

5 translations compared side by side

Odia - 1840
"ସମାନଙ୍କେ ବାଣିଜ୍ଯ ଦ୍ରବ୍ଯ ମଧିଅରେ ନାନା ଉତ୍କୃଷ୍ଟ ଦ୍ରବ୍ଯ, ବୁଟାଦାର ଓ ନୀଳବର୍ଣ୍ଣ ଆବରଣୀଯ ବସ୍ତ୍ର ବହୁମୂଲ୍ଯବାନ୍ ବସ୍ତ୍ର ଓ ରଜ୍ଜୁ ରେ ବନ୍ଧା ଏରସ କାଷ୍ଠ ନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ଯବସାଯୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ନାନା ଉତ୍କୃଷ୍ଟ ଦ୍ରବ୍ୟ, ବୁଟାଦାର ଓ ନୀଳବର୍ଣ୍ଣ ଆବରଣୀୟ ବସ୍ତ୍ର ବହୁମୂଲ୍ୟବାନ୍ ବସ୍ତ୍ର ଓ ରଜ୍ଜୁରେ ବନ୍ଧା ଏରସ କାଷ୍ଠ ନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।