Ezekiel 27:26 — Compare Translations
5 translations compared side by side
Odia - 1840
"ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ଯକୁ ଆଣି ଅଛନ୍ତି। ମାତ୍ର ପୂର୍ବୀଯ ବାଯୁ ସମୁଦ୍ର ମଧିଅରେ ତୁମ୍ଭକୁ ଭାଙ୍ଗି ପକାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣି ଅଛନ୍ତି। ମାତ୍ର ପୂର୍ବୀୟ ବାୟୁ ସମୁଦ୍ର ମଧ୍ୟରେ ତୁମ୍ଭକୁ ଭାଙ୍ଗି ପକାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।