Ezekiel 27:29 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭ ଆହୁଲାଧାରୀ ସମସ୍ତ ଲୋକ, ନାବିକଗଣ ଓ ସମସ୍ତ କର୍ଣ୍ଣଧାରଗଣ ନିଜ ନିଜ ଜାହାଜରୁ ଓହ୍ଲାଇ ଆସି କୂଳ ରେ ଠିଆ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକ-ମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଳାଇ ଆସି ସ୍ଥଳରେ ଠିଆ ହେବେ,
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭ ଆହୁଲାଧାରୀ ସମସ୍ତ ଲୋକ, ନାବିକଗଣ ଓ ସମସ୍ତ କର୍ଣ୍ଣଧାରଗଣ ନିଜ ନିଜ ଜାହାଜରୁ ଓହ୍ଲାଇ ଆସି କୂଳରେ ଠିଆ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଲାଇ ଆସି ସ୍ଥଳରେ ଠିଆ ହେବେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଳାଇ ଆସି ସ୍ଥଳରେ ଠିଆ ହେବେ,