Ezekiel 27:3 — Compare Translations

5 translations compared side by side

Odia - 1840
"ସମୁଦ୍ର ଉପକୂଳବର୍ତ୍ତୀ ବହୁ ଲୋକଙ୍କ ସହିତ ବାଣିଜ୍ଯ କରୁଥିବା, 'ସମୁଦ୍ରର ଦ୍ବାର' ସୋରକୁ କୁହ: ' ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ-ସ୍ଥାନ-ନିବାସିନୀ; ଅନେକ ଦ୍ଵୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ,
Odia Bible ERV 2004 (ପବିତ୍ର ବାଇବଲ)
“ସମୁଦ୍ର ଉପକୂଳବର୍ତ୍ତୀ ବହୁ ଲୋକଙ୍କ ସହିତ ବାଣିଜ୍ୟ କରୁଥିବା, ‘ସମୁଦ୍ରର ଦ୍ୱାର’ ସୋରକୁ କୁହ: “ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମସୁନ୍ଦରୀ,
Odia IRV 2017 (ଓଡିଆ ବାଇବେଲ)
ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ-ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ,