Ezekiel 27:30 — Compare Translations
5 translations compared side by side
Odia - 1840
"ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଅତିଶଯ ଦୁଃଖିତ ହାଇେ କ୍ରନ୍ଦନ କରିବେ। ପୁଣି ସମାନେେ ନିଜ ନିଜ ମସ୍ତକରେ ଧୂଳି ପକାଇ ଭସ୍ମ ରେ ଗଡ଼ିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶଦ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଅତିଶୟ ଦୁଃଖିତ ହୋଇ କ୍ରନ୍ଦନ କରିବେ। ପୁଣି ସେମାନେ ନିଜ ନିଜ ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;