Ezekiel 27:31 — Compare Translations

5 translations compared side by side

Odia - 1840
"ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ମସ୍ତକ ମୁଣ୍ଡନ କରି କଟୀଦେଶ ରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାେଶ ପ୍ରାଣ ବିକଳ ରେ ରୋଦନ କରି ଅତିଶଯ ବିଳାପ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ତନ କରି କଟୀଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶେ ପ୍ରାଣ ବିକଳରେ ରୋଦନ କରି ଅତିଶୟ ବିଳାପ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟୀଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।