Ezekiel 27:32 — Compare Translations

5 translations compared side by side

Odia - 1840
" ସମାନେେ ସହେି ମହାଗୋଳ ସମୟରେ ତୁମ୍ଭ ଉଦ୍ଦେଶ୍ଯ ରେ ବିଳାପ କରି ତୁମ୍ଭ ବିଷଯ ରେ ଏହି କଥା କହିବେ, 'ସୋର ପରି କହେି ନାହିଁ, ସୋର ସମୁଦ୍ର ମଧିଅରେ ବିନଷ୍ଟ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ସୋର ପରି, ଯେ ସମୁଦ୍ର ମଧ୍ୟ ସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
“‘ସେମାନେ ସେହି ମହାଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହିବେ, “‘ସୋର ପରି କେହି ନାହିଁ, ସୋର ସମୁଦ୍ର ମଧ୍ୟରେ ବିନଷ୍ଟ ହେଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ‘ସୋର ପରି, ଯେ ସମୁଦ୍ର ମଧ୍ୟସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି?
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ସୋର ପରି, ଯେ ସମୁଦ୍ର ମଧ୍ୟ ସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି?