Ezekiel 27:33 — Compare Translations
5 translations compared side by side
Odia - 1840
"ତୁମ୍ଭର ବଣିକମାନେ ସମୁଦ୍ର ଦଇେ ଗଲେ, ସେତବେେଳେ ତୁମ୍ଭେ ଅନକେ ଗୋଷ୍ଠୀଙ୍କୁ ସନ୍ତୁଷ୍ଟ କଲ। ତୁମ୍ଭେ ଆପଣା ଧନ ଓ ବାଣିଜ୍ଯ ଦ୍ରବ୍ଯ ରେ ପୃଥିବୀର ବହୁ ରାଜାମାନଙ୍କୁ ଧନୀ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରି ଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜଗଣକୁ ଧନୀ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ବଣିକମାନେ ସମୁଦ୍ର ଦେଇ ଗଲେ, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ସନ୍ତୁଷ୍ଟ କଲ। ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟରେ ପୃଥିବୀର ବହୁ ରାଜାମାନଙ୍କୁ ଧନୀ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରିଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରି ଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।