Ezekiel 27:34 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ବର୍ତ୍ତମାନ ସମୁଦ୍ରର ଗଭୀର ଜଳ ରେ ଭଗ୍ନ ହବୋ ଯୋଗୁଁ ତୁମ୍ଭର ସମସ୍ତ ବାଣିଜ୍ଯ ଦ୍ରବ୍ଯ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧିଅରେ ପତିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସମୁଦ୍ର ଦ୍ଵାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ବର୍ତ୍ତମାନ ସମୁଦ୍ରର ଗଭୀର ଜଳରେ ଭଗ୍ନ ହେବା ଯୋଗୁଁ ତୁମ୍ଭର ସମସ୍ତ ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।