Ezekiel 27:35 — Compare Translations
5 translations compared side by side
Odia - 1840
"ଉପକୂଳବର୍ତ୍ତୀର ନିବାସୀମାନେ ତୁମ୍ଭ ବିଷଯ ରେ ଆଚମ୍ବିତ ହାଇେଅଛନ୍ତି ଏବଂ ସମାନଙ୍କେର ରାଜାମାନେ ଭୟଭୀତ ହାଇେଥିଲେ ଓ ସମାନଙ୍କେର ମୁଖମଣ୍ଡଳ ସମାନଙ୍କେର ଆଚମ୍ବିତ ପ୍ରକାଶ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜଗଣ ଅତ୍ୟ; ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷର୍ଣ୍ଣ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଉପକୂଳବର୍ତ୍ତୀର ନିବାସୀମାନେ ତୁମ୍ଭ ବିଷୟରେ ଆଚମ୍ବିତ ହୋଇଅଛନ୍ତି ଏବଂ ସେମାନଙ୍କର ରାଜାମାନେ ଭୟଭୀତ ହୋଇଥିଲେ ଓ ସେମାନଙ୍କର ମୁଖମଣ୍ଡଳ ସେମାନଙ୍କର ଆଚମ୍ବିତ ପ୍ରକାଶ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷଣ୍ଣ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷର୍ଣ୍ଣ ହୋଇଅଛି।