Ezekiel 27:36 — Compare Translations

5 translations compared side by side

Odia - 1840
"ଅନ୍ୟ ଗୋଷ୍ଠୀଯ ବଣିକମାନେ ତୁମ୍ଭ ଉଦ୍ଦେଶ୍ଯ ରେ ଶୀଷ୍ ଶବ୍ଦ କରନ୍ତି। ତୁମ୍ଭର ଭାଗ୍ଯ ଲୋକମାନଙ୍କୁ ଭୟଭୀତ କରେ ଏବଂ ତୁମ୍ଭମାନେେ ଆଉ ରହିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ସୀଷ୍ ଶଦ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ, ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଗୋଷ୍ଠୀୟ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍ ଶବ୍ଦ କରନ୍ତି। ତୁମ୍ଭର ଭାଗ୍ୟ ଲୋକମାନଙ୍କୁ ଭୟଭୀତ କରେ ଏବଂ ତୁମ୍ଭେମାନେ ଆଉ ରହିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।