Ezekiel 27:4 — Compare Translations
5 translations compared side by side
Odia - 1840
"ଭୂମଧ୍ଯସାଗର ତୁମ୍ଭର ଚତୁର୍ଦ୍ଦିଗ ସୀମା ଅଟେ। ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ୟ୍ଯ ସିଦ୍ଧ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମଧ୍ୟସାଗର ତୁମ୍ଭର ଚତୁର୍ଦ୍ଦିଗ ସୀମା ଅଟେ। ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।”