Ezekiel 27:5 — Compare Translations
5 translations compared side by side
Odia - 1840
"ସମାନେେ ସନେୀରୀଯ ଦବଦୋରୁ କାଷ୍ଠ ରେ ତୁମ୍ଭର ତକ୍ତାସବୁ ପ୍ରସ୍ତୁତ କରିଅଛନ୍ତି। ସମାନେେ ତୁମ୍ଭର ସାସ୍କଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସେନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତାସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତାସବୁ ପ୍ରସ୍ତୁତ କରିଅଛନ୍ତି। ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନ୍ରୁ ଏରସ କାଷ୍ଠ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।