Ezekiel 27:6 — Compare Translations

5 translations compared side by side

Odia - 1840
"ବାସନର ଆଲୋନ କାଠ ରେ ସମାନେେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି। ଆଉ ସମାନେେ କିତ୍ତୀମ ଦ୍ବୀପରୁ ଆନୀତ ତାଶୂର କାଠ ରେ ଖଚିତ ହାତୀଦାନ୍ତ ଦ୍ବାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ଵୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀ ଦ; ଦ୍ଵାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବାସନର ଅଲୋନ କାଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି। ଆଉ ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଠରେ ଖଚିତ ହାତୀଦାନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀ ଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।