Ezekiel 27:7 — Compare Translations
5 translations compared side by side
Odia - 1840
"ତୁମ୍ଭର ଧ୍ବଜା ହବୋପାଇଁ ମିଶର ଦେଶରୁ ଆନୀତ ସୂଚୀକର୍ମ ରେ ଚିତ୍ରିତ ଶୁଭ୍ର କ୍ଷୌମ ବସ୍ତ୍ର ରେ ତୁମ୍ଭର ପାଲ ପ୍ରସ୍ତୁତ ହାଇେଥିଲା। ପୁଣି ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ବୀପ ସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ର ରେ ପ୍ରସ୍ତୁତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଧ୍ଵଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ଵୀପ-ସମୂହର ନୀଳ ଓ ଧୂମ୍ର ବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଧ୍ୱଜା ହେବା ପାଇଁ ମିଶର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା। ପୁଣି ତୁମ୍ଭର ଗ୍ଭନ୍ଦୁଆ ଇଲୀଶା ଦ୍ୱୀପ ସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ର ବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।