Ezekiel 27:8 — Compare Translations

5 translations compared side by side

Odia - 1840
"ସୀଦୋନ୍ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକଥିଲେ। ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧିଅରେ ଥିଲେ, ସମାନେେ ତୁମ୍ଭର କର୍ଣ୍ଣଧାର ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସୀଦୋନ୍ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକଥିଲେ। ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।