Ezekiel 27:9 — Compare Translations

5 translations compared side by side

Odia - 1840
"ଗବାଲର ପ୍ରାଚୀନବର୍ଗ ମୁଖ୍ଯ ଓ ଜ୍ଞାନୀମାନେ ଜାହାଜର ପାଣିରୁଦ୍ଧ କାଠପଟା ତିଆରି କରି ନଇେ ଅନ୍ୟମାନଙ୍କୁ ସାହାୟ୍ଯ କଲେ। ସମୁଦ୍ରର ୟାବତୀଯ ଜାହାଜ ଓ ସମାନଙ୍କେର ନାବିକଗଣ ତୁମ୍ଭ ସହିତ ବାଣିଜ୍ଯ କରିବା ପାଇଁ ଆସିଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗବାଲର ପ୍ରାଚୀନବର୍ଗ ମୁଖ୍ୟ ଓ ଜ୍ଞାନୀମାନେ ଜାହାଜର ପାଣିରୁଦ୍ଧ କାଠପଟା ତିଆରି କରି ନେଇ ଅନ୍ୟମାନଙ୍କୁ ସାହାଯ୍ୟ କଲେ। ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ତୁମ୍ଭ ସହିତ ବାଣିଜ୍ୟ କରିବା ପାଇଁ ଆସିଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।