Ezekiel 28:10 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କୁ ବିଦେଶୀଯମାନଙ୍କ ଦ୍ବାରା ହତ୍ଯା କରାୟିବ ଏବଂ ତୁମ୍ଭମାନେେ ଆଗନ୍ତୁକ ପରି ମୃତ୍ଯୁବରଣ କରିବ। ଏହା ମାରେଆଦେଶ।' ସଦାପ୍ରଭୁ, ମାରେ ପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ ବିଦେଶୀୟମାନଙ୍କ ଦ୍ୱାରା ହତ୍ୟା କରାଯିବ ଏବଂ ତୁମ୍ଭେମାନେ ଆଗନ୍ତୁକ ପରି ମୃତ୍ୟୁବରଣ କରିବ। ଏହା ମୋର ଆଦେଶ।’” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।