Ezekiel 28:12 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ରାଜାଙ୍କ ପାଇଁ ସୋର ରେ ଏହି ବିଳାପ ସଙ୍ଗୀତ ଗାନ କର ଏବଂ ତାକୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି । ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ରାଜାଙ୍କ ପାଇଁ ସୋରରେ ଏହି ବିଳାପ ସଙ୍ଗୀତ ଗାନ କର ଏବଂ ତାକୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି; “‘ତୁମ୍ଭେ ଜଣେ ଆଦର୍ଶ ପୁରୁଷ ଥିଲ ଓ ତୁମ୍ଭେ ଜ୍ଞାନରେ ପରିପୂର୍ଣ୍ଣ ଥିଲ ଏବଂ ତୁମ୍ଭେ ସୌନ୍ଦର୍ଯ୍ୟରେ ପୂର୍ଣ୍ଣତା ଲାଭ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ।