Ezekiel 28:14 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲା; ପୁଣି ଆମ୍ଭେ ତୁମ୍ଭକୁ ପରମେଶ୍ବରଙ୍କ ପବିତ୍ର ପର୍ବତ ଉପ ରେ ସ୍ଥାପନ କଲୁ। ତୁମ୍ଭେ ଅଗ୍ନିମଯ ପ୍ରସ୍ତର ସକଳ ମଧିଅରେ ଗମନାଗମନ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ଵରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ସ୍ଥାପନ କଲୁ। ତୁମ୍ଭେ ଅଗ୍ନିମୟ ପ୍ରସ୍ତର ସକଳ ମଧ୍ୟରେ ଗମନାଗମନ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ।