Ezekiel 28:15 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭମାନେେ ସୃଷ୍ଟି ହେଲ, ତୁମ୍ଭମାନେେ ନିର୍ଦ୍ ଦୋଷ ଥିଲ। କିନ୍ତୁ ପ ରେ ତୁମ୍ଭମାନେେ ଦୁଷ୍ଟ ହାଇଗେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ମଧ୍ୟରେ ଅଧର୍ମ ଦେଖାଯିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ସୃଷ୍ଟି ଦିନଠାରୁ ଆପଣା ଆଚରଣରେ ସିଦ୍ଧ ଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେମାନେ ସୃଷ୍ଟି ହେଲେ, ତୁମ୍ଭେମାନେ ନିର୍ଦ୍ଦୋଷ ଥିଲ। କିନ୍ତୁ ପରେ ତୁମ୍ଭେମାନେ ଦୁଷ୍ଟ ହୋଇଗଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ମଧ୍ୟରେ ଅଧର୍ମ ଦେଖାଯିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ସୃଷ୍ଟି ଦିନଠାରୁ ଆପଣା ଆଚରଣରେ ସିଦ୍ଧ ଥିଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ମଧ୍ୟରେ ଅଧର୍ମ ଦେଖାଯିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ସୃଷ୍ଟି ଦିନଠାରୁ ଆପଣା ଆଚରଣରେ ସିଦ୍ଧ ଥିଲ।