Ezekiel 28:16 — Compare Translations

5 translations compared side by side

Odia - 1840
"ତୁମ୍ଭେ ବାଣିଜ୍ଯ କରି ବହୁ ଧନ ସମ୍ପଦ ଆଣିଥିଲ। ମାତ୍ର ସହେି ଧନସମ୍ପଦ ଯୋଗୁଁ ତୁମ୍ଭର ଅଭ୍ଯନ୍ତର ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ ହେଲା। ଆଉ ତୁମ୍ଭେ ପାପ କଲ। ଏଣୁ ମୁଁ ଅଶୁଚି ବସ୍ତୁ ତୁଲ୍ଯ ତୁମ୍ଭକୁ ପରମେଶ୍ବରଙ୍କ ପର୍ବତରୁ ପକାଇ ଦଇେଅଛି। ଆଉ ମନୋନୀତ କିରୂବଦୂତ, ମୁଁ ତୁମ୍ଭକୁ ଉନ୍ନତ ପ୍ରସ୍ତରରୁ ବିତାଡ଼ିତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ଵରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବାଣିଜ୍ୟ କରି ବହୁ ଧନ ସମ୍ପଦ ଆଣିଥିଲ। ମାତ୍ର ସେହି ଧନସମ୍ପଦ ଯୋଗୁଁ ତୁମ୍ଭର ଅଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା। ଆଉ ତୁମ୍ଭେ ପାପ କଲ। ଏଣୁ ମୁଁ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛି। ଆଉ ମନୋନୀତ କିରୂବଦୂତ, ମୁଁ ତୁମ୍ଭକୁ ଉନ୍ନତ ପ୍ରସ୍ତରରୁ ବିତାଡ଼ିତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)